Page de couverture de Istarupa

Istarupa

Aperçu
Essayer pour 0,00 $
Choisissez 1 livre audio par mois dans notre incomparable catalogue.
Écoutez à volonté des milliers de livres audio, de livres originaux et de balados.
L'abonnement Premium Plus se renouvelle automatiquement au tarif de 14,95 $/mois + taxes applicables après 30 jours. Annulation possible à tout moment.

Istarupa

Auteur(s): ଯଶୋଧାରା ମିଶ୍ର
Narrateur(s): ଶ୍ରଦ୍ଧାଞ୍ଜଳି ପାଣିଗ୍ରାହୀ
Essayer pour 0,00 $

14,95$ par mois après 30 jours. Annulable en tout temps.

Acheter pour 16,18 $

Acheter pour 16,18 $

À propos de cet audio

"ରିକ୍‍ସା ଚାଲିଯାଉଯାଉ ଏଲି ଫେରି ଦେଖିଲା, ଅରୁଣା ଠିଆହୋଇଯାଇ ଅନେଇଥିଲା ତା ଯିବା ବାଟକୁ । ଏଲିର ମନେପଡ଼ିଗଲା ଅନେକ ବର୍ଷ ତଳର ଅରୁଣାକୁ । ଘଡ଼ିଘଡ଼ିକେ ରୂପ ବଦଳୁଥିବା ବାଦେଇ, କଳେହୀ, ଗେହ୍ଲେଇ, ସୁନ୍ଦରୀ ରୁନାକୁ । ହାତ ହଲେଇ ବଡ଼ପାଟିରେ କହିଲା ଏଲି, 'କାହ୍ନୁକୁ କହିଦେବ, ନାନୀ ଆଶୀର୍ବାଦ ଦେଉଚି, ସେ ଭଲ ମଣିଷ ହେଉ । ତମକୁ ବି ଆଶୀର୍ବାଦ, ଜସ୍ମିନ ପାର୍ଲର ଆଉରି ବହୁତ ବଡ଼ ହେଉ । ଭଲରେ ଥାଅ ରୁନା ।" ଆଉ ତା'ପରେ? କୁଆଡ଼େ ଗଲା ଏଲି? ପଢ଼ନ୍ତୁ ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ କଥାକାର ଯଶୋଧାରା ମିଶ୍ରଙ୍କ ଚମତ୍କାର ଉପନ୍ୟାସ 'ଇଷ୍ଟରୂପ' ଅଭିନେତ୍ରୀ ଶ୍ରଦ୍ଧାଞ୍ଜଳି ପାଣିଗ୍ରାହୀଙ୍କ କଣ୍ଠରେ...©2022 Storyside IN (P)2022 Storyside IN Fiction de genre Fiction littéraire
Pas encore de commentaire